1 Kings 10:18 — Compare Translations

5 translations compared side by side

Odia - 1840
"ଆଉ ମଧ୍ଯ ରାଜା ହାତୀ ଦାନ୍ତ ରେ ଏକ ବଡ ସିଂହାସନ ନିର୍ମାଣ କରି ତାକୁ ଶୁଦ୍ଧ ସୁବର୍ଣ୍ଣ ରେ ଛାଉଣୀ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମଧ୍ୟ ରାଜା ହାତୀ ଦାନ୍ତରେ ଏକ ବଡ଼ ସିଂହାସନ ନିର୍ମାଣ କରି ତାକୁ ଶୁଦ୍ଧ ସୁବର୍ଣ୍ଣରେ ଛାଉଣି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି ରାଜା ହସ୍ତୀଦନ୍ତର ଗୋଟିଏ ବୃହତ ସିଂହାସନ ନିର୍ମାଣ କରି ଅତ୍ୟୁତ୍ତମ ସୁବର୍ଣ୍ଣରେ ମଡ଼ାଇଲେ।