1 Kings 10:19 — Compare Translations
5 translations compared side by side
Odia - 1840
"ସହେି ସିଂହାସନକୁ ୟିବାକୁ ଛଅଟି ପାବଛ ଥିଲା, ସହେି ସିଂହାସନ ଉପରି ଭାଗର ପଛଆଡେ ଗୋଲାକାର ଥିଲା। ଆସନର ଦୁଇ ପାଶର୍ବ ରେ ଦୁଇ ହସ୍ତ ଲମ୍ବିତ ଥିଲା ଓ ସହେି ଲମ୍ବିଥିବା ହସ୍ତ ନିକଟରେ ଦୁଇଟି ସିଂହମୂର୍ତ୍ତି ଛିଡା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରିଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ଵରେ ଦୁଇ ହସ୍ତାବଲମ୍ଵନ ଥିଲା ଓ ସେହି ହସ୍ତାବଲମ୍ଵନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସିଂହାସନକୁ ଯିବାକୁ ଛଅଟି ପାବଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼େ ଗୋଲାକାର ଥିଲା। ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତ ଲମ୍ବିତ ଥିଲା ଓ ସେହି ଲମ୍ବିଥିବା ହସ୍ତ ନିକଟରେ ଦୁଇଟି ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସିଂହାସନର ଛଅ ପାବଚ୍ଛ ଥିଲା, ସେହି ସିଂହାସନ ଉପରି ଭାଗର ପଛଆଡ଼ ଗୋଲାକାର ଥିଲା ଓ ଆସନର ଦୁଇ ପାର୍ଶ୍ୱରେ ଦୁଇ ହସ୍ତାବଲମ୍ବନ ଥିଲା ଓ ସେହି ହସ୍ତାବଲମ୍ବନ ନିକଟରେ ଦୁଇ ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ।