1 Kings 10:2 — Compare Translations

5 translations compared side by side

Odia - 1840
"ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣ ରେ ୟିରୁଶାଲମରୁ ଆସିଲା ବେଳେ ସଙ୍ଗ ରେ ଓଟ ପୃଷ୍ଟ ରେ ସୁଗନ୍ଧି ଦ୍ରବ୍ଯ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭଟେିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶ ଲୋମନଙ୍କୁ ପଚାରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ଵର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶିବାର ରାଣୀ ବହୁ ଦାସଦାସୀଙ୍କ ଗହଣରେ ଯିରୁଶାଲମକୁ ଆସିବା ବେଳେ ସଙ୍ଗରେ ଓଟ ପୃଷ୍ଠରେ ସୁଗନ୍ଧି ଦ୍ରବ୍ୟ, ବିଭିନ୍ନ ରତ୍ନ ଓ ବହୁ ସୁବର୍ଣ୍ଣ ଆଣି ଶଲୋମନଙ୍କୁ ଭେଟିଲେ ଓ ଆପଣାର ମନୋନୀତ ପ୍ରଶ୍ନ ଶଲୋମନଙ୍କୁ ପଗ୍ଭରିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସୁଗନ୍ଧି ଦ୍ରବ୍ୟ ଓ ଅତି ପ୍ରଚୁର ସ୍ୱର୍ଣ୍ଣ ଓ ମଣିବାହକ ଉଷ୍ଟ୍ରଗଣ ସଙ୍ଗେ ନେଇ ମହାସମାରୋହରେ ଯିରୂଶାଲମକୁ ଆସିଲା; ପୁଣି, ସେ ଶଲୋମନଙ୍କ ନିକଟକୁ ଆସି ଆପଣା ମନରେ ଯାହା ଯାହା ଥିଲା, ସେସବୁ ବିଷୟରେ ତାଙ୍କ ସଙ୍ଗେ କଥାବାର୍ତ୍ତା କଲେ।