1 Kings 10:20 — Compare Translations

5 translations compared side by side

Odia - 1840
"ଆଉ ସହେି ଛଅ ପାବଛ ଉପରେ ପ୍ରତି ପାବଛର ଦୁଇ ପାଖ ରେ ଦୁଇଟି ଲଖାେଏ ସିଂହମୂର୍ତ୍ତି, ଏହିପରି ବାର ସିଂହମୂର୍ତ୍ତି ଛିଡା ହାଇେଥିଲେ। ଏପରି ସିଂହାସନ କୌଣସି ରାଜ୍ଯ ରେ ପ୍ରସ୍ତୁତ ହାଇେ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେହି ଛଅ ପାବଛ ଉପରେ ପ୍ରତି ପାବଛର ଦୁଇ ପାଖରେ ଦୁଇଟି ଲେଖାଏ ସିଂହମୂର୍ତ୍ତି, ଏହିପରି ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ। ଏପରି ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେହି ଛଅ ପାବଚ୍ଛ ଉପରେ ଦୁଇ ପାଖେ ବାର ସିଂହମୂର୍ତ୍ତି ଛିଡ଼ା ହୋଇଥିଲେ; ଏରୂପ ସିଂହାସନ କୌଣସି ରାଜ୍ୟରେ ପ୍ରସ୍ତୁତ ହୋଇ ନ ଥିଲା।