1 Kings 10:21 — Compare Translations

5 translations compared side by side

Odia - 1840
"ରାଜା ଶ ଲୋମନଙ୍କର ସମସ୍ତ ପାନପାତ୍ର ସୁନା ରେ ତିଆରି ହାଇେ ଥିଲା। ଲିବାନୋନ-ଅରଣ୍ଯ କୋଠର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୁପାର କୌଣସି ଜିନିଷ ରାଜାପ୍ରାସାଦ ରେ ନଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କହେି ପଗ୍ଭରୁ ନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଶଲୋମନଙ୍କର ସମସ୍ତ ପାନପାତ୍ର ସୁନାରେ ତିଆରି ହୋଇଥିଲା। ଲିବାନୋନ-ଅରଣ୍ୟ କୋଠାର ସମସ୍ତ ପାତ୍ର ଶୁଦ୍ଧ ସୁବର୍ଣ୍ଣର ଥିଲା। ରୂପାର କୌଣସି ଜିନିଷ ରାଜପ୍ରାସାଦରେ ନ ଥିଲା। ତାଙ୍କ ସମୟରେ ଏତେ ସୁନା ଥିଲା ଯେ ରୂପାକୁ କେହି ପଗ୍ଭରୁ ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ରାଜାଙ୍କର ପାନପାତ୍ରସବୁ ସୁନାର ଥିଲା ଓ ଲିବାନୋନ-ଅରଣ୍ୟ-ଗୃହର ସମସ୍ତ ପାତ୍ର ସୁଦ୍ଧା ସୁବର୍ଣ୍ଣର ଥିଲା; ରୂପାର କିଛି ନ ଥିଲା; ଶଲୋମନଙ୍କ ସମୟରେ ରୂପା କିଛି ବୋଲି ଗଣା ନୋହିଲା।