1 Kings 10:22 — Compare Translations

5 translations compared side by side

Odia - 1840
"ସମୁଦ୍ର ରେ ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ଯ ଜାହାଜ ସମୁଦ୍ର ରେ ଥିଲା, ଯାହାକି ପ୍ରତି ତିନି ବର୍ଷ ରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମଯୂର ନଇେ ଆସୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସମୁଦ୍ରରେ ହୀରମ୍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦ; ଓ ବାନର ଓ ମୟୂର ନେଇ ଆସନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ହୀରମଙ୍କ ଜାହାଜ ସହିତ ରାଜା ଶଲୋମନଙ୍କର ବାଣିଜ୍ୟ ଜାହାଜ ସମୁଦ୍ରରେ ଥିଲା, ଯାହାକି ପ୍ରତି ତିନି ବର୍ଷରେ ଥରେ ସୁନା, ରୂପା, ହସ୍ତୀଦାନ୍ତ, ବାନର ଓ ମୟୂର ନେଇ ଆସୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ, ସମୁଦ୍ରରେ ହୂରମ୍‍ର ଜାହାଜ ସଙ୍ଗେ ରାଜାଙ୍କର ତର୍ଶୀଶଗାମୀ ଜାହାଜ ଥିଲା; ସେହି ତର୍ଶୀଶର ଜାହାଜମାନ ତିନି ବର୍ଷରେ ଥରେ ସୁନା ଓ ରୂପା, ହସ୍ତୀଦନ୍ତ, ବାନର ଓ ମୟୂର ନେଇ ଆସନ୍ତି।