1 Kings 10:23 — Compare Translations

5 translations compared side by side

Odia - 1840
"ଶଲୋମନ ପୃଥିବୀର ସର୍ବଶ୍ ରେଷ୍ଠ ରାଜା ଥିଲେ। କାରଣ ଐଶ୍ବର୍ୟ୍ଯ ରେ ଓ ଧନ ରେ ତାଙ୍କଠାରୁ ଅଧିକ କୌଣସି ରାଜାର ନଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଶଲୋମନ ରାଜା ଐଶ୍ଵର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ପୃଥିବୀର ସର୍ବଶ୍ରେଷ୍ଠ ରାଜା ଥିଲେ। କାରଣ ଐଶ୍ୱର୍ଯ୍ୟରେ ଓ ଧନରେ ତାଙ୍କଠାରୁ ଅଧିକ କୌଣସି ରାଜା ନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଶଲୋମନ ରାଜା ଐଶ୍ୱର୍ଯ୍ୟରେ ଓ ଜ୍ଞାନରେ ପୃଥିବୀସ୍ଥ ସମସ୍ତ ରାଜାଙ୍କୁ ବଳିଗଲେ।