1 Kings 10:24 — Compare Translations

5 translations compared side by side

Odia - 1840
"ଅଧିକନ୍ତୁ ପରମେଶ୍ବର ଶଲୋମନଙ୍କୁ ଯେଉଁ ଜ୍ଞାନ ଦଇେଥିଲେ, ତାଙ୍କର ସହେି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ଲୋକ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅଧିକନ୍ତୁ ପରମେଶ୍ୱର ଶଲୋମନଙ୍କୁ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତ ଲୋକ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱର ଶଲୋମନଙ୍କର ହୃଦୟରେ ଯେଉଁ ଜ୍ଞାନ ଦେଇଥିଲେ, ତାଙ୍କର ସେହି ଜ୍ଞାନର କଥା ଶୁଣିବାକୁ ପୃଥିବୀସ୍ଥ ସମସ୍ତେ ତାଙ୍କର ସାକ୍ଷାତ କରିବାକୁ ଚାହିଁଲେ।