1 Kings 10:25 — Compare Translations

5 translations compared side by side

Odia - 1840
"ପ୍ରତିବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭଟେି ଆଣି ରାଜାଙ୍କୁ ଦଖାେ କରୁଥିଲେ। ସମାନେେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ଯ, ଅଶ୍ବ ଓ ଖଚର ଭଟେି ଆଣୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର ଓ ସୁନାପାତ୍ର ଓ ବସ୍ତ୍ର ଓ ଅସ୍ତ୍ରଶସ୍ତ୍ର ଓ ସୁଗନ୍ଧି ଦ୍ରବ୍ୟ ଓ ଅଶ୍ଵ ଓ ଖଚର ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତି ବର୍ଷ ସାକ୍ଷାତକାରୀମାନେ କିଛିନା କିଛି ଭେଟି ଆଣି ରାଜାଙ୍କୁ ଦେଖା କରୁଥିଲେ। ସେମାନେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଭେଟି ଆଣୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟି ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକ ଲୋକ ନିରୂପଣାନୁସାରେ ବର୍ଷକୁ ବର୍ଷ ଆପଣା ଆପଣା ଭେଟୀ ରୂପେ ରୂପାପାତ୍ର, ସୁନାପାତ୍ର, ବସ୍ତ୍ର, ଅସ୍ତ୍ରଶସ୍ତ୍ର, ସୁଗନ୍ଧି ଦ୍ରବ୍ୟ, ଅଶ୍ୱ ଓ ଖଚର ଆଣିଲେ।