1 Kings 10:26 — Compare Translations
5 translations compared side by side
Odia - 1840
"ଏହିପରି ରାଜା ଶଲୋମନଙ୍କର ବହୁତଗୁଡିଏ ରଥ ଓ ଅଶ୍ବାରୋହୀ ହାଇଗେଲେ। ତାଙ୍କର 1,400 ରଥ ଓ 12,000 ଅଶ୍ବାରୋହୀ ଥିଲେ। ସେ ତାଙ୍କର ରଥଗୁଡିକ ପାଇଁ ସ୍ବତନ୍ତ୍ର ନଗର ନିର୍ମାଣ କଲେ ଓ ସେ କିଛି ରଥ ୟିରୁଶାଲମ ନଗର ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନ ରଥ ଓ ଅଶ୍ଵାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ଵାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ରାଜା ଶଲୋମନଙ୍କର ବହୁତଗୁଡ଼ିଏ ରଥ ଓ ଅଶ୍ୱାରୋହୀ ହୋଇଗଲେ। ତାଙ୍କର 1400 ରଥ ଓ 12,000 ଅଶ୍ୱାରୋହୀ ଥିଲେ। ସେ ତାଙ୍କର ରଥଗୁଡ଼ିକ ପାଇଁ ସ୍ୱତନ୍ତ୍ର ନଗର ନିର୍ମାଣ କଲେ ଓ ସେ କିଛି ରଥ ଯିରୁଶାଲମ ନଗରରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନ ରଥ ଓ ଅଶ୍ୱାରୋହୀମାନଙ୍କୁ ସଂଗ୍ରହ କଲେ; ତାଙ୍କର ଏକ ହଜାର ଚାରି ଶହ ରଥ ଓ ବାର ହଜାର ଅଶ୍ୱାରୋହୀ ଥିଲେ, ସେମାନଙ୍କୁ ସେ ରଥ-ନଗରମାନରେ ଓ ରାଜାଙ୍କ ନିକଟରେ ଯିରୂଶାଲମରେ ରଖିଲେ।