1 Kings 10:27 — Compare Translations
5 translations compared side by side
Odia - 1840
"ରାଜା ଇଶ୍ରାୟେଲକୁ ଅତ୍ଯନ୍ତ ଧନଶାଳୀ କରି ଗଢିଲେ। ୟିରୁଶାଲମ ନଗର ରେ ରୂପା ସାଧାରଣତ ପଥର, ଇଟା ସଦୃଶ ହେଲା। ପ୍ରାଚୁର୍ୟ୍ଯ ହତେୁ ଏରସ କାଠକୁ ନିମ୍ନ ଭୂମିସ୍ଥ ତିମ୍ବିରି ବୃକ୍ଷ ତୁଲ୍ଯ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମିରି ବୃକ୍ଷ ପରି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ରାଜା ଇସ୍ରାଏଲକୁ ଅତ୍ୟନ୍ତ ଧନଶାଳୀ କରି ଗଢ଼ିଲେ। ଯିରୁଶାଲମ ନଗରରେ ରୂପା ସାଧାରଣତ ପଥର, ଇଟା ସଦୃଶ୍ୟ ହେଲା। ପ୍ରାଚୁର୍ଯ୍ୟ ହେତୁ ଏରସ କାଠକୁ ନିମ୍ନ ଭୂମିସ୍ଥ ଡିମ୍ବିରି ବୃକ୍ଷ ତୁଲ୍ୟ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରିବୃକ୍ଷ ପରି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜା ଯିରୂଶାଲମରେ ରୂପାକୁ ପଥର ପରି ଓ ବାହୁଲ୍ୟ ହେତୁରୁ ଏରସ କାଷ୍ଠକୁ ତଳଭୂମିସ୍ଥ ଡିମ୍ବିରି ବୃକ୍ଷ ପରି କଲେ।