1 Kings 10:28 — Compare Translations

5 translations compared side by side

Odia - 1840
"ଶଲୋମନଙ୍କର ଅଶ୍ବଗୁଡିକ ବଣିକମାନଙ୍କ ଦ୍ବାରା ମିଶରରୁ ଓ କ୍ଯୁଏରୁ ଅଣାଗଲା, ଯେଉଁମାନେ କି ସଗେୁଡିକ ସଠାରୁେ କିଣିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶଲୋମନଙ୍କର ଅଶ୍ଵସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଅଶ୍ୱଗୁଡ଼ିକ ବଣିକମାନଙ୍କ ଦ୍ୱାରା ମିଶରରୁ ଓ କ୍ୟୁଏରୁ ଅଣାଗଲା, ଯେଉଁମାନେ କି ସେଗୁଡ଼ିକ ସେଠାରୁ କିଣିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶଲୋମନଙ୍କର ଅଶ୍ୱସବୁ ମିସରରୁ ଅଣାଗଲା; ରାଜାଙ୍କର ବଣିକମାନେ ପ୍ରତ୍ୟେକ ପଲର ମୂଲ୍ୟ ଦେଇ ପଲ ପଲ କରି ପାଇଲେ।