1 Kings 10:29 — Compare Translations
5 translations compared side by side
Odia - 1840
"ମିଶରର ଏକ ଏକ ରଥର ମୂଲ୍ଯ 600 ରେ ୗପ୍ୟମୁଦ୍ରା ଥିଲା ଓ ଗୋଟିଏ ଗୋଟିଏ ଅଶ୍ବର ମୂଲ୍ଯ 150 ରେ ୗପ୍ୟ ମୁଦ୍ରା ଥିଲା। ରାଜା ଶଲୋମନ ସହେି ରଥ ଓ ଅଶ୍ବକୁ ହିତ୍ତୀଯ ଅରାମୀଯ ରାଜାଙ୍କୁ ବିକ୍ରି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେମାନଙ୍କ ଦ୍ଵାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି ମିସରର ଏକ ଏକ ରଥ ଛଅ ଶହ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ଵ ଏକ ଶହ ପଚାଶ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରର ଏକ ଏକ ରଥର ମୂଲ୍ୟ 600 ରୌପ୍ୟମୁଦ୍ରା ଥିଲା ଓ ଗୋଟିଏ ଗୋଟିଏ ଅଶ୍ୱର ମୂଲ୍ୟ 150 ରୌପ୍ୟ ମୁଦ୍ରା ଥିଲା। ରାଜା ଶଲୋମନ ସେହି ରଥ ଓ ଅଶ୍ୱକୁ ହିତ୍ତୀୟ ଅରାମୀୟ ରାଜାଙ୍କୁ ବିକ୍ରି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେମାନଙ୍କ ଦ୍ୱାରା ହିତ୍ତୀୟ ଓ ଅରାମୀୟ ସମସ୍ତ ରାଜାଙ୍କ ନିମନ୍ତେ ହିଁ ସେସବୁ ଅଣାଗଲା; ପୁଣି, ମିସରର ଏକ ଏକ ରଥ ଛଅ ଶହ ଶେକଲ ରୌପ୍ୟ ମୁଦ୍ରାରେ ଓ ଏକ ଏକ ଅଶ୍ୱ ଏକ ଶହ ପଚାଶ ଶେକଲ ରୌପ୍ୟ ମୁଦ୍ରାରେ ଆସିଲା ଓ ଗଲା।