1 Kings 10:3 — Compare Translations
5 translations compared side by side
Odia - 1840
"ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନ ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର କଲେ; ରାଜାଙ୍କର ବୋଧାଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ତାଙ୍କର ସମସ୍ତ ପ୍ରଶ୍ନର ଉତ୍ତର କଲେ। ତାଙ୍କୁ ଉତ୍ତର କରିବାକୁ ଶଲୋମନଙ୍କ ନିମନ୍ତେ କୌଣସି ପ୍ରଶ୍ନ କଠିନ ନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶଲୋମନ ତାହାର ସମସ୍ତ ପ୍ରଶ୍ନର ଉତ୍ତର ଦେଲେ; ରାଜାଙ୍କର ବୋଧଗମ୍ୟ କୌଣସି ବିଷୟ ନ ଥିଲା, ସେ ତାହାକୁ ସବୁ କହିଲେ।