1 Kings 10:5 — Compare Translations

5 translations compared side by side

Odia - 1840
"ରାଣୀ ରାଜାଙ୍କର ଟବୁଲ ରେ ଭିନ୍ନ ଖାଦ୍ୟଦ୍ରବ୍ଯ, ରାଜାଙ୍କର ଅଧିକାରୀଗଣ, ସମାନଙ୍କେର ସବୋ, ସମାନଙ୍କେ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିର ରେ ରାଜା ଉତ୍ସର୍ଗ କରିଥିବା ନବୈେଦ୍ଯ ଦେଖି 'ସ୍ତମ୍ଭିଭୁତ ହାଇଗେଲେ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ତାଙ୍କର ମେଜର ଖାଦ୍ୟଦ୍ରବ୍ୟ ଓ ତାଙ୍କର ଭୃତ୍ୟମାନଙ୍କ ଆସନ ଓ ତାଙ୍କ ମନ୍ତ୍ରୀମାନଙ୍କ ସେବା ଓ ସେମାନଙ୍କ ବସ୍ତ୍ର ଓ ପାନପାତ୍ରବାହକଗଣ ଓ ସଦାପ୍ରଭୁଙ୍କ ଗୃହକୁ ଉଠି ଯିବା ପାଇଁ ତାହାର ପାବଚ୍ଛ, ଏହିସବୁ ଦେଖି ସେ ହତଜ୍ଞାନ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ରାଣୀ ରାଜାଙ୍କର ଟେବୁଲରେ ଭିନ୍ନ ଖାଦ୍ୟଦ୍ରବ୍ୟ, ରାଜାଙ୍କର ଅଧିକାରୀଗଣ, ସେମାନଙ୍କର ସେବା, ସେମାନଙ୍କ ବସ୍ତୁ, ରାଜାଙ୍କର କପ୍ ବାହକଗଣ ଓ ସଦାପ୍ରଭୁଙ୍କ ମନ୍ଦିରରେ ରାଜା ଉତ୍ସର୍ଗ କରିଥିବା ନୈବେଦ୍ୟ ଦେଖି ‘ସ୍ତମ୍ଭିଭୁତ ହୋଇଗଲେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।
Odia IRV 2017 (ଓଡିଆ ବାଇବେଲ)
ତାଙ୍କର ମେଜର ଖାଦ୍ୟଦ୍ରବ୍ୟ, ତାଙ୍କର ଭୃତ୍ୟମାନଙ୍କ ଆସନ, ତାଙ୍କ ମନ୍ତ୍ରୀମାନଙ୍କ ସେବା, ସେମାନଙ୍କ ବସ୍ତ୍ର, ପାନପାତ୍ରବାହକଗଣ ଓ ସେ ସଦାପ୍ରଭୁଙ୍କ ଗୃହରେ କିପରି ଭାବେ ହୋମବଳି ଉତ୍ସର୍ଗ କଲେ, ଏହିସବୁ ଦେଖି ସେ ହତଜ୍ଞାନ ହେଲା।