1 Kings 10:6 — Compare Translations
5 translations compared side by side
Odia - 1840
"ସେ ଶଲୋମନଙ୍କୁ କହିଲେ, ମୁଁ ନିଜ ଦେଶ ରେ ଥାଇ ଆପଣଙ୍କ କାର୍ୟ୍ଯ ବିଷଯ ରେ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧ ରେ ଯାହା ଶୁଣିଥିଲି, ତାହା ସତ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ରାଜାଙ୍କୁ କହିଲା, ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ଵାଦ ପାଇଥିଲି, ତାହା ସତ୍ୟ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶଲୋମନଙ୍କୁ କହିଲେ, “ମୁଁ ନିଜ ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ବିଷୟରେ ଓ ଆପଣଙ୍କ ଜ୍ଞାନ ସମ୍ବନ୍ଧରେ ଯାହା ଶୁଣିଥିଲି, ତାହା ସତ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ରାଜାଙ୍କୁ କହିଲେ, “ମୁଁ ଆପଣା ଦେଶରେ ଥାଇ ଆପଣଙ୍କ କାର୍ଯ୍ୟ ଓ ଆପଣଙ୍କ ଜ୍ଞାନ ବିଷୟରେ ଯେଉଁ ସମ୍ବାଦ ପାଇଥିଲି, ତାହା ସତ୍ୟ।