1 Kings 10:7 — Compare Translations
5 translations compared side by side
Odia - 1840
"ମୁଁ ଆଖି ରେ ନ ଦେଖିବା ପର୍ୟ୍ଯନ୍ତ ବିଶ୍ବାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖି ରେ ଦେଖିଅଛି। ଯାହା ସବୁ ମୁଁ ଶୁଣିଥିଲି, ତୁଳନାଆତ୍ମକ ମୁଁ ତାହା ପାଇଛି, ଜିନିଷଗୁଡିକ ମୁଁ ଏଠା ରେ ଯାହା ଦେଖୁଛି ବହୁତ ବଡ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ବର୍ୟ୍ଯ ମାେତେ ଯାହା ଲୋକମାନେ କହିଥିଲେ, ତା'ଠାରୁ ବହୁତ ଅଧିକ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବାଯାଏ ସେକଥା ବିଶ୍ଵାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ଵର୍ଯ୍ୟ ଅଧିକ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଖିରେ ନ ଦେଖିବା ପର୍ଯ୍ୟନ୍ତ ବିଶ୍ୱାସ କରି ପାରିଲି ନାହିଁ। ବର୍ତ୍ତମାନ ସେ ସବୁ ନିଜ ଆଖିରେ ଦେଖିଅଛି। ଯାହାସବୁ ମୁଁ ଶୁଣିଥିଲି, ତୁଳନାତ୍ମକ ମୁଁ ତାହା ପାଇଛି, ଜିନିଷଗୁଡ଼ିକ ମୁଁ ଏଠାରେ ଯାହା ଦେଖୁଛି ବହୁତ ବଡ଼ ଅଟେ। ତୁମ୍ଭର ଜ୍ଞାନ ଓ ଐଶ୍ୱର୍ଯ୍ୟର କଥା ଯାହା ମୋତେ ଲୋକମାନେ କହିଥିଲେ, ତା’ଠାରୁ ବହୁତ ଅଧିକ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେ କଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।
Odia IRV 2017 (ଓଡିଆ ବାଇବେଲ)
ତଥାପି ମୁଁ ଆସି ଆପଣା ଚକ୍ଷୁରେ ନ ଦେଖିବା ଯାଏ ସେକଥା ବିଶ୍ୱାସ ନ କଲି; ଆଉ ଦେଖନ୍ତୁ, ଅର୍ଦ୍ଧେକ ମୋତେ କୁହାଯାଇ ନ ଥିଲା; ମୁଁ ଯେଉଁ ସୁଖ୍ୟାତି ଶୁଣିଲି, ତଦପେକ୍ଷା ଆପଣଙ୍କ ଜ୍ଞାନ ଓ ଐଶ୍ୱର୍ଯ୍ୟ ଅଧିକ।