1 Kings 10:8 — Compare Translations

5 translations compared side by side

Odia - 1840
"ତୁମ୍ଭର ସ୍ତ୍ରୀମାନେ ଓ ତୁମ୍ଭର ଲୋକମାନେ ବାସ୍ତବ ରେ ଭାଗ୍ଯବାନ୍ ତୁମ୍ଭ ଉପସ୍ଥିତି ରେ ହବେ ଏବଂ ଜ୍ଞାନର ବାକ୍ଯଗୁଡିକ ତୁମ୍ଭର ଓଠରୁ ଶୁଣିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ସ୍ତ୍ରୀମାନେ ଓ ତୁମ୍ଭର ଲୋକମାନେ ବାସ୍ତବରେ ଭାଗ୍ୟବାନ୍, ତୁମ୍ଭ ଉପସ୍ଥିତିରେ ରହି ଜ୍ଞାନର ବାକ୍ୟଗୁଡ଼ିକ ତୁମ୍ଭ ଓଠରୁ ଶୁଣନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆପଣଙ୍କ ଲୋକମାନେ ଧନ୍ୟ, ଆପଣଙ୍କ ଏହି ଦାସମାନେ ଧନ୍ୟ, ସେମାନେ ନିତ୍ୟ ଆପଣଙ୍କ ସମ୍ମୁଖରେ ଛିଡ଼ା ହୋଇ ଆପଣଙ୍କ ଜ୍ଞାନର କଥା ଶୁଣନ୍ତି।