1 Kings 10:9 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇଶ୍ରାୟେଲର ସିଂହାସନ ରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ବର ଚିରକାଳ ଇଶ୍ରାୟେଲକୁ ପ୍ ରମେ କରନ୍ତି। ତେଣୁ ସେ ଉଚିତ ବିଗ୍ଭର ଓ ନ୍ଯାଯ କରିବାକୁ ଆପଣଙ୍କୁ ରାଜା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆପଣଙ୍କ ପରମେଶ୍ଵର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରଶଂସା କର। ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ବସାଇବାକୁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ। ସଦାପ୍ରଭୁ ପରମେଶ୍ୱର ଚିରକାଳ ଇସ୍ରାଏଲକୁ ପ୍ରେମ କରନ୍ତି। ତେଣୁ ସେ ଉଚିତ୍ ବିଗ୍ଭର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଧନ୍ୟ, ସେ ଆପଣଙ୍କୁ ଇସ୍ରାଏଲର ସିଂହାସନରେ ଉପବିଷ୍ଟ କରାଇବା ପାଇଁ ଆପଣଙ୍କ ପ୍ରତି ସନ୍ତୁଷ୍ଟ ହେଲେ; ସଦାପ୍ରଭୁ ଇସ୍ରାଏଲକୁ ସଦାକାଳ ପ୍ରେମ କରନ୍ତି, ଏହେତୁ ବିଚାର ଓ ନ୍ୟାୟ କରିବାକୁ ଆପଣଙ୍କୁ ରାଜା କଲେ।”