1 Kings 11:1 — Compare Translations
5 translations compared side by side
Odia - 1840
"ଶ ଲୋମନ ବହୁ ରମଣୀଙ୍କୁ ପ୍ ରମେ କଲେ, ସମାନେେ ଇଶ୍ରାୟେଲ ଦେଶରୁ ନଥିଲେ। ସେ ରାଜା ଫାରୋର କନ୍ଯା ବ୍ଯତୀତ ହିତ୍ତୀଯ, ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ ଓ ସୀଦୋନୀଯ ସ୍ତ୍ରୀମାନଙ୍କୁ ଭଲ ପାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଓ ତାଙ୍କର ଅନେକ ପତ୍ନୀ ଶଲୋମନ ବହୁ ରମଣୀଙ୍କୁ ପ୍ରେମ କଲେ, ସେମାନେ ଇସ୍ରାଏଲ ଦେଶର ନ ଥିଲେ। ସେ ରାଜା ଫାରୋର କନ୍ୟା ବ୍ୟତୀତ ହିତ୍ତୀୟ, ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ ଓ ସୀଦୋନୀୟ ସ୍ତ୍ରୀମାନଙ୍କୁ ଭଲ ପାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
Odia IRV 2017 (ଓଡିଆ ବାଇବେଲ)
ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;