1 Kings 11:10 — Compare Translations

5 translations compared side by side

Odia - 1840
"ସେ ଶଲୋମନଙ୍କୁ ଇଶ୍ରାୟେଲର ପରମେଶ୍ବର ବ୍ଯତୀତ ଅନ୍ୟ କୌଣସି ଦବଗେଣର ପଶ୍ଚାତଗାମୀ ନ ହବୋକୁ ଆଜ୍ଞା ଦଇେଥିଲେ। ମାତ୍ର ସେ ପରମେଶ୍ବରଙ୍କର ଆଜ୍ଞା ପାଳନ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଶଲୋମନଙ୍କୁ ଇସ୍ରାଏଲର ପରମେଶ୍ୱର ବ୍ୟତୀତ ଅନ୍ୟ କୌଣସି ଦେବଗଣର ପଶ୍ଚା‌ଦ୍‌ଗାମୀ ନ ହେବାକୁ ଆଜ୍ଞା ଦେଇଥିଲେ। ମାତ୍ର ସେ ପରମେଶ୍ୱରଙ୍କର ଆଜ୍ଞା ପାଳନ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଓ ସେହି ବିଷୟରେ ଆଜ୍ଞା କରି ଅନ୍ୟ ଦେବଗଣର ପଶ୍ଚାତ୍‍ଗାମୀ ହେବାକୁ ନିଷେଧ କରିଥିଲେ; ମାତ୍ର ସଦାପ୍ରଭୁ ଯାହା ଆଜ୍ଞା କଲେ, ତାହା ସେ ପ୍ରତିପାଳନ କଲେ ନାହିଁ।