1 Kings 11:12 — Compare Translations

5 translations compared side by side

Odia - 1840
"ଯେ ହତେୁ ଆମ୍ଭେ ତୁମ୍ଭର ପିତା ଦାଉଦଙ୍କୁ ଭଲ ପାଉଥିଲୁ। ତୁମ୍ଭ ଜୀବିତାବସ୍ଥା ରେ ତୁମ୍ଭଠାରୁ ରାଜ୍ଯ ନବୋ ନାହିଁ। ମାତ୍ର ତୁମ୍ଭର ପୁତ୍ର ରାଜା ହେଲାପରେ ତାଙ୍କଠାରୁ ରାଜ୍ଯ ଛଡଇେ ନବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେହେତୁ ଆମ୍ଭେ ତୁମ୍ଭର ପିତା ଦାଉଦଙ୍କୁ ଭଲ ପାଉଥିଲୁ। ତୁମ୍ଭ ଜୀବିତାବସ୍ଥାରେ ତୁମ୍ଭଠାରୁ ରାଜ୍ୟ ନେବା ନାହିଁ। ମାତ୍ର ତୁମ୍ଭର ପୁତ୍ର ରାଜା ହେଲା ପରେ ତାଙ୍କଠାରୁ ରାଜ୍ୟ ଛଡ଼େଇ ନେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭ ପିତା ଦାଉଦଙ୍କ ସକାଶୁ ଆମ୍ଭେ ତୁମ୍ଭ ସମୟରେ ଏହା କରିବା ନାହିଁ; ମାତ୍ର ଆମ୍ଭେ ତୁମ୍ଭ ପୁତ୍ର ହସ୍ତରୁ ତାହା ଚିରି ନେବା।