1 Kings 11:14 — Compare Translations

5 translations compared side by side

Odia - 1840
"ଅନନ୍ତର ସଦାପ୍ରଭୁ ଇଦୋମୀଯ ହଦଦକୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ। ସେ ଇଦୋମୀଯ ରାଜବଂଶଜ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦ୍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର ଶତ୍ରୁଗଣ ଅନନ୍ତର ସଦାପ୍ରଭୁ ଇଦୋମୀୟ ହଦଦକୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ। ସେ ଇଦୋମୀୟ ରାଜବଂଶଜ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସଦାପ୍ରଭୁ ଇଦୋମୀୟ ହଦଦ୍‍କୁ ଶଲୋମନଙ୍କର ବିପକ୍ଷ କରି ଉତ୍ପନ୍ନ କଲେ; ସେ ଇଦୋମୀୟ ରାଜବଂଶଜ ଥିଲେ।