1 Kings 11:15 — Compare Translations
5 translations compared side by side
Odia - 1840
"ଏହା ଯାହା ହାଇେଥିଲା ଦାଉଦ ଇଦୋମକୁ ପରାସ୍ତ କଲେ ଓ ତାଙ୍କର ସନୋପତି ଯୋୟାବକୁ ମୃତ ଲୋକମାନଙ୍କୁ କବର ଦବୋକୁ ଇଦୋମକୁ ପଠାଇଲେ। ଯୋୟାବ ଇଦୋମର ସମସ୍ତ ଲୋକଙ୍କୁ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ଏହା ଯାହା ହୋଇଥିଲା, ଦାଉଦ ଇଦୋମକୁ ପରାସ୍ତ କଲେ ଓ ତାଙ୍କର ସେନାପତି ଯୋୟାବକୁ ମୃତ ଲୋକମାନଙ୍କୁ କବର ଦେବାକୁ ଇଦୋମକୁ ପଠାଇଲେ। ଯୋୟାବ ଇଦୋମର ସମସ୍ତ ଲୋକଙ୍କୁ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଦାଉଦ ଇଦୋମରେ ଥିଲେ ଓ ଯୋୟାବ ସେନାପତି ହତ ଲୋକମାନଙ୍କୁ କବର ଦେବା ପାଇଁ ଯାଇ ଇଦୋମର ପ୍ରତ୍ୟେକ ପୁରୁଷକୁ ଆଘାତ କରିଥିଲା;