1 Kings 11:16 — Compare Translations
5 translations compared side by side
Odia - 1840
"ଯୋୟାବ ଓ ସମସ୍ତ ଇଶ୍ରାୟେଲୀୟ ଇଦୋମ ରେ ଛଅମାସ କାଳ ରହିଲେ ଓ ସମସ୍ତ ଇଦୋମୀଯ ପୁରୁଷମାନଙ୍କୁ ମାରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେଣ;
Odia Bible ERV 2004 (ପବିତ୍ର ବାଇବଲ)
ଯୋୟାବ ଓ ସମସ୍ତ ଇସ୍ରାଏଲୀୟ ଇଦୋମରେ ଛଅମାସ କାଳ ରହିଲେ ଓ ସମସ୍ତ ଇଦୋମୀୟ ପୁରୁଷମାନଙ୍କୁ ମାରି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଯୋୟାବ ଓ ସମଗ୍ର ଇସ୍ରାଏଲ ଇଦୋମର ପ୍ରତ୍ୟେକ ପୁରୁଷକୁ ଉଚ୍ଛିନ୍ନ ନ କରିବା ପର୍ଯ୍ୟନ୍ତ ଛଅ ମାସ କାଳ ସେଠାରେ ରହିଥିଲେ;