1 Kings 11:17 — Compare Translations
5 translations compared side by side
Odia - 1840
"ମାତ୍ର ସେତବେେଳେ ହଦଦ୍ ସାନ ପିଲା ଥିଲା। ସେ ତାଙ୍କର ପିତାଙ୍କର କେତକେ ଦାସ ସହିତ ମିଶରକୁ ପଳାଇ ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେତେବେଳେ ହଦଦ୍ ସାନ ପିଲା ଥିଲା। ସେ ତାଙ୍କର ପିତାଙ୍କର କେତେକ ଦାସ ସହିତ ମିଶରକୁ ପଳାଇ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ହଦଦ୍ ଓ ତାହା ସଙ୍ଗେ ତାହା ପିତାର ଦାସ କେତେକ ଇଦୋମୀୟ ଲୋକ ମିସରକୁ ପଳାଇ ଯାଇଥିଲେ; ସେତେବେଳେ ହଦଦ୍ ସାନ ବାଳକ ଥିଲା।