1 Kings 11:18 — Compare Translations
5 translations compared side by side
Odia - 1840
"ସମାନେେ ମିଦିଯନରୁ ଉଠି ପାରଣକୁ ଆସିଲେ। ପାରଣରୁ କେତକେ ଲୋକଙ୍କ ସହିତ ମିଶରକୁ ୟାଇ ମିଶରର ରାଜା ଫାରୋଙ୍କୁ ସାହାୟ୍ଯ ଭିକ୍ଷା କଲେ। ଫାରୋ ତାଙ୍କୁ ସମର୍ଥନ କରି ତାଙ୍କୁ ଗୋଟିଏ ଗୃହ ଓ କିଛି ଜମି ଦେଲେ। ତାଙ୍କୁ ସେ ଖାଦ୍ୟସାମଗ୍ରୀ ଯୋଗାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସର-ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମିଦିୟନରୁ ଉଠି ପାରଣକୁ ଆସିଲେ। ପାରଣରୁ କେତେକ ଲୋକଙ୍କ ସହିତ ମିଶରକୁ ଯାଇ ମିଶରର ରାଜା ଫାରୋଙ୍କୁ ସାହାଯ୍ୟ ଭିକ୍ଷା କଲେ। ଫାରୋ ତାଙ୍କୁ ସମର୍ଥନ କରି ତାଙ୍କୁ ଗୋଟିଏ ଗୃହ ଓ କିଛି ଜମି ଦେଲେ। ତାଙ୍କୁ ସେ ଖାଦ୍ୟସାମଗ୍ରୀ ଯୋଗାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମିଦୀୟନଠାରୁ ଉଠି ପାରଣକୁ ଆସିଲେ; ପୁଣି, ପାରଣରୁ ସଙ୍ଗରେ ଲୋକ ନେଇ ମିସରରେ ମିସରର ରାଜା ଫାରୋ ନିକଟରେ ଉପସ୍ଥିତ ହେଲେ; ସେ ତାହାକୁ ଗୃହ ଦେଇ ତାହା ପାଇଁ ଖାଦ୍ୟସାମଗ୍ରୀ ନିରୂପଣ କରି ତାହାକୁ ଭୂମି ଦେଲା।