1 Kings 11:19 — Compare Translations
5 translations compared side by side
Odia - 1840
"ଫାରୋ ହଦଦ୍ଙ୍କୁ ଅତି ଭଲ ପାଉଥିଲେ। ସେ ନିଜ ଭାର୍ୟ୍ଯା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ହଦଦଙ୍କୁ ଅତି ଭଲ ପାଉଥିଲେ। ସେ ନିଜ ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକୁ ତାହା ସଙ୍ଗେ ବିବାହ ଦେଲା;
Odia IRV 2017 (ଓଡିଆ ବାଇବେଲ)
ପୁଣି, ହଦଦ୍ ଫାରୋ ଦୃଷ୍ଟିରେ ଅତିଶୟ ଅନୁଗ୍ରହ ପାଇଲା, ତେଣୁ ସେ ଆପଣା ଭାର୍ଯ୍ୟା ତହପନେଷ୍ ରାଣୀର ଭଗିନୀକି ତାହା ସଙ୍ଗେ ବିବାହ ଦେଲା;