1 Kings 11:20 — Compare Translations
5 translations compared side by side
Odia - 1840
"ତାହାପରେ ତହପନେଷ୍ ଭଗିନୀର ହଦଦ୍ ଔରସରୁ ଏକ ପୁତ୍ର ଜନ୍ମ ହେଲା ଓ ତାହାର ନାମ ଗୁନ୍ବତ୍ ହେଲା। ତା'ପରେ ତହପନେଷ୍ ଗୁନ୍ବତ୍କୁ ଫାରୋଙ୍କର ପ୍ରାସାଦ ରେ ତାଙ୍କର ପିଲାମାନଙ୍କ ସହିତ ବଢିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ତହପନେଷ୍ର ଭଗିନୀ ଓ ହଦଦ୍ ଔରସରୁ ଏକ ପୁତ୍ର ଜନ୍ମ ହେଲା, ତାହାର ନାମ ଗନୁବତ୍ ହେଲା। ତା’ପରେ ତହପନେଷ୍ ଗନୁବତ୍କୁ ଫାରୋଙ୍କର ପ୍ରାସାଦରେ ତାଙ୍କର ପିଲାମାନଙ୍କ ସହିତ ବଢ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ତହପନେଷ୍ର ଭଗିନୀ ତାହାର ଔରସରେ ଗନୁବତ୍ ନାମକ ପୁତ୍ର ପ୍ରସବ କଲା, ତହିଁରେ ତହପନେଷ୍ ଫାରୋର ଗୃହରେ ତାହାର ସ୍ତନ୍ୟତ୍ୟାଗ କରାଇଲା; ଆଉ ଗନୁବତ୍ ଫାରୋର ଗୃହରେ ଫାରୋର ପୁତ୍ରମାନଙ୍କ ସଙ୍ଗରେ ରହିଲା।