1 Kings 11:21 — Compare Translations
5 translations compared side by side
Odia - 1840
"ମିଶର ରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ଯୁ ହାଇେଛି ଓ ତାଙ୍କର ସନୋପତି ଯୋୟାବ ମଧ୍ଯ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, ମାେତେ ସ୍ବଦେଶକୁ ୟିବାକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ଵଦେଶକୁ ଯିବି ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରରେ ଥାଇ ହଦଦ୍ ସମ୍ବାଦ ପାଇଲେ ଦାଉଦଙ୍କର ମୃତ୍ୟୁ ହୋଇଛି ଓ ତାଙ୍କର ସେନାପତି ଯୋୟାବ ମଧ୍ୟ ମୃତ। ତେଣୁ ସେ ରାଜା ଫାରୋଙ୍କୁ କହିଲେ, “ମୋତେ ସ୍ୱଦେଶକୁ ଯିବାକୁ ଦିଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଦାଉଦ ଆପଣା ପିତୃଲୋକଙ୍କ ସହିତ ଶୟନ କରିଅଛି ଓ ସେନାପତି ଯୋୟାବ ମରିଅଛି, ଏହି ସମାଚାର ହଦଦ୍ ମିସରରେ ଶୁଣନ୍ତେ ଫାରୋକୁ କହିଲା, “ମୋତେ ପ୍ରସ୍ଥାନ କରିବାକୁ ଅନୁମତି ଦେଉନ୍ତୁ, ମୁଁ ସ୍ୱଦେଶକୁ ଯିବି।”