1 Kings 11:22 — Compare Translations
5 translations compared side by side
Odia - 1840
"କିନ୍ତୁ ଫାରୋ କହିଲେ, ମୁଁ ଏଠା ରେ ତୁମ୍ଭର ଗ୍ଭହିଁବା ଅନୁସାରେ ସମସ୍ତ ଦଇେଛି। ତୁମ୍ଭର କ'ଣ ଅଭାବ ହେଲା ଯେ ତୁମ୍ଭେ ସ୍ବଦେଶକୁ ୟିବାକୁ ଗ୍ଭହୁଁଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଫାରୋ ତାହାକୁ କହିଲା, ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ଵଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ? ଏଥିରେ ସେ ଉତ୍ତର କଲା, କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୋ କହିଲେ, “ମୁଁ ଏଠାରେ ତୁମ୍ଭର ଗ୍ଭହିଁବା ଅନୁସାରେ ସମସ୍ତ ଦେଇଛି। ତୁମ୍ଭର କ’ଣ ଅଭାବ ହେଲା ଯେ ତୁମ୍ଭେ ସ୍ୱଦେଶକୁ ଯିବାକୁ ଗ୍ଭହୁଁଛ?” ହଦଦ୍ ଉତ୍ତର କଲେ, “ଦୟାକରି ମୋତେ ସ୍ୱଦେଶକୁ ଯିବାକୁ ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋʼ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଫାରୋ ତାହାକୁ କହିଲା, “ମାତ୍ର ମୋ’ ସଙ୍ଗେ ଥାଇ ତୁମ୍ଭର କି ଅଭାବ ହେଲା ଯେ, ଦେଖ, ତୁମ୍ଭେ ସ୍ୱଦେଶକୁ ଯିବା ପାଇଁ ବାଞ୍ଛା କରୁଅଛ?” ଏଥିରେ ସେ ଉତ୍ତର କଲା, “କିଛି ନାହିଁ; ତଥାପି କୌଣସିମତେ ପ୍ରସ୍ଥାନ କରିବା ପାଇଁ ମୋତେ ଅନୁମତି ଦେଉନ୍ତୁ।”