1 Kings 11:23 — Compare Translations

5 translations compared side by side

Odia - 1840
"ପୁଣି ପରମେଶ୍ବର ଇଲିଯାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦଷେର ନିକଟରୁ ପଳାଇ ୟାଇଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ପରମେଶ୍ଵର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପରମେଶ୍ୱର ଇଲିୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ। ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;
Odia IRV 2017 (ଓଡିଆ ବାଇବେଲ)
ଆହୁରି ପରମେଶ୍ୱର ଇଲୀୟାଦାର ପୁତ୍ର ରଷୋଣକୁ ଶଲୋମନଙ୍କର ଅନ୍ୟ ଏକ ବିପକ୍ଷ କରି ଉତ୍ପନ୍ନ କଲେ, ସେ ଲୋକ ଆପଣା ପ୍ରଭୁ ସୋବାର ରାଜା ହଦଦେଷର ନିକଟରୁ ପଳାଇ ଯାଇଥିଲା;