1 Kings 11:24 — Compare Translations
5 translations compared side by side
Odia - 1840
"ଦାଉଦ ସୋବାକୁ ପରାସ୍ତ କଲାପରେ ରଷୋଣ କିଛି ଲୋକ ସଂଗ୍ରହ କଲେ ଓ ସହେିମାନଙ୍କର ଦଳପତି ହେଲ। ତା'ପରେ ସମାନେେ ଦମ୍ମେଶକକୁ ୟାଇ ସଠାେରେ ବାସ କଲେ ଓ ରଷୋଣ ଦମ୍ମେଶକର ରାଜା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ସୋବାକୁ ପରାସ୍ତ କଲାପରେ ରଷୋଣ କିଛି ଲୋକ ସଂଗ୍ରହ କଲେ ଓ ସେହିମାନଙ୍କର ଦଳପତି ହେଲେ। ତା’ପରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କଲେ ଓ ରଷୋଣ ଦମ୍ମେଶକର ରାଜା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମୟରେ ଦାଉଦ ସୋବାର ଲୋକମାନଙ୍କୁ ବଧ କଲେ, ସେସମୟରେ ସେ ଆପଣା ନିକଟରେ ଲୋକମାନଙ୍କୁ ସଂଗ୍ରହ କରି ଏକ ଦଳପତି ହୋଇଥିଲା; ତହିଁ ଉତ୍ତାରେ ସେମାନେ ଦମ୍ମେଶକକୁ ଯାଇ ସେଠାରେ ବାସ କରି ଦମ୍ମେଶକରେ ରାଜ୍ୟ କଲେ।