1 Kings 11:25 — Compare Translations
5 translations compared side by side
Odia - 1840
"ରଷୋଣ ଅରାମ ରେ ରାଜତ୍ବ କଲା। ସେ ଇଶ୍ରାୟେଲକୁ ଘୃଣା କଲା। ସେ ଶଲୋମନଙ୍କର ଓ ଇଶ୍ରାୟେଲର ୟାବଜ୍ଜୀବନ ବିପକ୍ଷ ହାଇେଥିଲା। ରଷୋଣ ଓ ହଦଦ୍ ଇଶ୍ରାୟେଲର ଅତି ଉତ୍ପାତର କାରଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ହଦଦ୍ର କୃତ ଉତ୍ପାତ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ରଷୋଣ ଅରାମରେ ରାଜତ୍ୱ କଲା। ସେ ଇସ୍ରାଏଲକୁ ଘୃଣା କଲା। ସେ ଶଲୋମନଙ୍କର ଓ ଇସ୍ରାଏଲର ଯାବଜ୍ଜୀବନ ବିପକ୍ଷ ହୋଇଥିଲା। ରଷୋଣ ଓ ହଦଦ୍ ଇସ୍ରାଏଲର ଅତି ଉତ୍ପାତର କାରଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ହଦଦ୍ର କୃତ ମନ୍ଦ କର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ହଦଦ୍ର କୃତ ମନ୍ଦକର୍ମ ଛଡ଼ା ଶଲୋମନଙ୍କର ଯାବଜ୍ଜୀବନ ଇସ୍ରାଏଲର ବିପକ୍ଷ ହୋଇଥିଲା; ସେ ଇସ୍ରାଏଲକୁ ଘୃଣା କରି ଅରାମ ଉପରେ ରାଜ୍ୟ କଲା।