1 Kings 11:26 — Compare Translations

5 translations compared side by side

Odia - 1840
"ତା'ପରେ ଶଲୋମନଙ୍କର ଦାସ ୟାରବିଯାମ ମଧ୍ଯ ରାଜାଙ୍କର ବିପକ୍ଷ ରେ ବିଦ୍ରୋହ କଲେ। ସେ ସ ରଦୋ ନଗର ନିବାସୀ ଇଫ୍ରଯିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁଯା, ସେ ଜଣେ ବିଧବା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଶଲୋମନଙ୍କର ଦାସ ଯାରବିୟାମ ମଧ୍ୟ ରାଜାଙ୍କର ବିପକ୍ଷରେ ବିଦ୍ରୋହ କଲେ। ସେ ସରେଦା ନଗର ନିବାସୀ ଇଫ୍ରୟିମଙ୍କ ପରିବାରବର୍ଗ ଥିଲେ। ତାଙ୍କର ମାତାଙ୍କର ନାମ ସରୁୟା, ସେ ଜଣେ ବିଧବା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସରେଦା ନିବାସୀ ଇଫ୍ରୟିମୀୟ ନବାଟର ପୁତ୍ର ଶଲୋମନଙ୍କର ଦାସ ଯାରବୀୟାମ ମଧ୍ୟ ରାଜାଙ୍କର ପ୍ରତିକୂଳରେ ଆପଣା ହସ୍ତ ଉଠାଇଲେ; ତାଙ୍କର ମାତାର ନାମ ସରୁୟା, ସେ ଏକ ବିଧବା ସ୍ତ୍ରୀ ଥିଲା।