1 Kings 11:27 — Compare Translations
5 translations compared side by side
Odia - 1840
"ଏଠା ରେ କୈଫିଯତ ଯୋଗ୍ଯ ଅଟେ ଯେ, କିପରି ଓ କାହିଁକି ସେ ରାଜାଙ୍କ ବିରୁଦ୍ଧ ରେ ଉଠିଲେ। ସହେି ଦିନଗୁଡିକରେ ଶଲୋମନ ମିଲ୍ଲୋ ଦୃଢ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ପ୍ରାଚୀର ନିର୍ମାଣ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନର୍ନିର୍ମାଣ କରୁଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଠାରେ କୈଫିୟତ ଯୋଗ୍ୟ ଅଟେ ଯେ, କିପରି ଓ କାହିଁକି ଯାରବିୟାମ, ରାଜାଙ୍କ ବିରୁଦ୍ଧରେ ଉଠିଲେ। ସେହି ଦିନଗୁଡ଼ିକରେ ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ପ୍ରାଚୀର ନିର୍ମାଣ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନ ସ୍ଥାନ ପୁନଃନିର୍ମାଣ କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ରାଜାଙ୍କ ପ୍ରତିକୂଳରେ ତାଙ୍କର ହସ୍ତ ଉଠାଇବାର କାରଣ ଏହି; ଶଲୋମନ ମିଲ୍ଲୋ ଦୃଢ଼ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ଭଗ୍ନସ୍ଥାନ ପୁନଃନିର୍ମାଣ କରୁଥିଲେ।