1 Kings 11:28 — Compare Translations
5 translations compared side by side
Odia - 1840
"ସେ ସମୟରେ ୟାରବିଯାମ ମହାବିକ୍ରମଶାଳୀ ୟୁବକ ଥିଲେ। ସହେିପରି ଏକ ଉତ୍ତମ କର୍ମୀକୁ ପାଇ, ରାଜା ଶଲୋମନ ଯୋଷଫେ ବଂଶୀଯ ଲୋକମାନଙ୍କ ସମୁଦାଯ କର୍ମଭାର ତାଙ୍କ ଉପରେ ନ୍ଯସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଯାରବିୟାମ ମହାବିକ୍ରମଶାଳୀ ଯୁବକ ଥିଲେ। ସେହିପରି ଏକ ଉତ୍ତମ କର୍ମୀକୁ ପାଇ, ରାଜା ଶଲୋମନ ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ନ୍ୟସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଯାରବୀୟାମ ମହାବିକ୍ରମଶାଳୀ ପୁରୁଷ ଥିଲେ; ଏଣୁ ଶଲୋମନ ସେହି ଯୁବା ଲୋକଙ୍କୁ ପରିଶ୍ରମୀ ଦେଖି ଯୋଷେଫ ବଂଶୀୟ ଲୋକମାନଙ୍କ ସମୁଦାୟ କର୍ମଭାର ତାଙ୍କ ଉପରେ ଅର୍ପଣ କଲେ।