1 Kings 11:29 — Compare Translations

5 translations compared side by side

Odia - 1840
"ଥରେ ୟାରବିଯାମ ୟିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ଯଦ୍ବକ୍ତା ଅହିଯଙ୍କ ସହିତ ତାଙ୍କର ବାଟରେ ଦଖାେ ହେଲା। ଅହିଯ ଏକ ନୂତନ କୋଟ ପରିଧାନ କରିଥିଲେ ଓ କ୍ଷେତ୍ର ରେ କବଳେ ସେ ଦୁ ହେଁ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଘଟନାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଥରେ ଯାରବିୟାମ ଯିରୁଶାଲମ ବାହାରକୁ ଯାଉଥିଲା ବେଳେ ଶୀଲୋର ଭବିଷ୍ୟ‌ଦ୍‌ବକ୍ତା ଅହିୟଙ୍କ ସହିତ ତାଙ୍କର ବାଟରେ ଦେଖା ହେଲା। ଅହିୟ ଏକ ନୂତନ ବସ୍ତ୍ର ପରିଧାନ କରିଥିଲେ ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯାʼନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯା’ନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍‍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।