1 Kings 11:3 — Compare Translations

5 translations compared side by side

Odia - 1840
"ଶଲୋମନଙ୍କର 700 ରାଜପତ୍ନୀ ଥିଲେ। ଏହି ସ୍ତ୍ରୀମାନେ ଅନ୍ୟ ଦେଶର ଅଧ୍ଯକ୍ଷମାନଙ୍କର କନ୍ଯା ଥିଲେ। ଆଉ ତାଙ୍କର 300 ଉପପତ୍ନୀ ଥିଲେ। ତାଙ୍କର ପତ୍ନୀମାନେ ତାଙ୍କୁ ବିପଥଗାମୀ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତାଙ୍କର ସାତ ଶହ ରାଜପନିୀ ଓ ତିନି ଶହ ଉପପନିୀ ହେଲେ; ଆଉ ତାଙ୍କର ପନିୀମାନେ ତାଙ୍କର ମନକୁ ବିପଥଗାମୀ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନଙ୍କର 700 ରାଜପତ୍ନୀ ଥିଲେ। ଏହି ସ୍ତ୍ରୀମାନେ ଅନ୍ୟ ଦେଶର ଅଧ୍ୟକ୍ଷମାନଙ୍କର କନ୍ୟା ଥିଲେ। ଆଉ ତାଙ୍କର 300 ଉପପତ୍ନୀ ଥିଲେ। ତାଙ୍କର ପତ୍ନୀମାନେ ତାଙ୍କୁ ବିପଥଗାମୀ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତାଙ୍କର ସାତ ଶହ ରାଜପତ୍ନୀ ଓ ତିନି ଶହ ଉପପତ୍ନୀ ହେଲେ; ଆଉ ତାଙ୍କର ପତ୍ନୀମାନେ ତାଙ୍କର ମନକୁ ବିପଥଗାମୀ କଲେ।