1 Kings 11:30 — Compare Translations
5 translations compared side by side
Odia - 1840
"ତା'ପରେ ଅହିଯ ଆପଣା ଦହରେ ନୂତନ ବସ୍ତ୍ରକୁ ବାରଖଣ୍ତ କରି ଚିରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ତ କରି ଚିରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଅହିୟ ଆପଣା ଦେହର ନୂତନ ବସ୍ତ୍ରକୁ ବାରଖଣ୍ତ କରି ଚିରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଅହୀୟ ଆପଣା ଦେହର ନୂତନ ବସ୍ତ୍ର ଧରି ବାରଖଣ୍ଡ କରି ଚିରିଲା।