1 Kings 11:31 — Compare Translations
5 translations compared side by side
Odia - 1840
"ତତ୍ପରେ ଅହିଯ ୟାରବିଯାମଙ୍କୁ କହିଲା, ତୁମ୍ଭ ନିଜ ପାଇଁ ଦଶଖଣ୍ତ ନିଅ, କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହିକଥା କହନ୍ତି, 'ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ଯ ଚିରିଦବୋ ତୁମ୍ଭକୁ ଦଶ ଗୋଷ୍ଠୀ ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାରବୀୟାମଙ୍କୁ କହିଲା, ତୁମ୍ଭେ ଆପଣା ପାଇଁ ଦଶଖଣ୍ତ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତତ୍ପରେ ଅହିୟ ଯାରବିୟାମଙ୍କୁ କହିଲା, “ତୁମ୍ଭ ନିଜ ପାଇଁ ଦଶଖଣ୍ତ ନିଅ, କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହିକଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରିଦେବା ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାରବୀୟାମଙ୍କୁ କହିଲା, “ତୁମ୍ଭେ ଆପଣା ପାଇଁ ଦଶ ଖଣ୍ଡ ନିଅ; କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଦେଖ, ଆମ୍ଭେ ଶଲୋମନର ହସ୍ତରୁ ରାଜ୍ୟ ଚିରି ନେବା ଓ ତୁମ୍ଭକୁ ଦଶ ଗୋଷ୍ଠୀ ଦେବା।”