1 Kings 11:32 — Compare Translations

5 translations compared side by side

Odia - 1840
"ମାରେ ସବେକ ଦାଉଦ ସକାେଶ ଓ ମାରେ ପ୍ରିଯ ୟିରୁଶାଲମ ନଗରୀ ସକାେଶ ଯେଉଁଟାକି ସମଗ୍ର ଇଶ୍ରାୟେଲ ପରିବାରବର୍ଗରୁ ପସନ୍ଦ କରିଛି। ଏକ ପରିବାରବର୍ଗ ରେ ମୁଁ ଦାଉଦର ବଂଶକୁ ଶାସନ କରିବା ପାଇଁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ମୋର ସେବକ ଦାଉଦ ସକାଶେ ଓ ମୋର ପ୍ରିୟ ଯିରୁଶାଲମ ନଗରୀ ସକାଶେ ଯେଉଁଟାକି ସମଗ୍ର ଇସ୍ରାଏଲ ପରିବାରବର୍ଗରୁ ପସନ୍ଦ କରିଛି। ଏକ ପରିବାରବର୍ଗରେ ମୁଁ ଦାଉଦର ବଂଶକୁ ଶାସନ କରିବା ପାଇଁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭ ଦାସ ଦାଉଦ ସକାଶୁ ଓ ଇସ୍ରାଏଲର ସମସ୍ତ ଗୋଷ୍ଠୀ ମଧ୍ୟରୁ ଆମ୍ଭର ମନୋନୀତ ନଗର ଯିରୂଶାଲମ ସକାଶୁ ସେ ଏକ ଗୋଷ୍ଠୀ ପାଇବ।