1 Kings 11:33 — Compare Translations

5 translations compared side by side

Odia - 1840
"ଆମ୍ଭେ ଶଲୋମନର ରାଜ୍ଯ କାଢି ନବୋର କାରଣ ହେଉଛି, ସେ ଆମ୍ଭର ପଶ୍ଚାତ୍ଗାମୀ ହେଲାନାହିଁ। ସେ ମାେତେ ପରିତ୍ଯାଗ କରି ସୀଦୋନୀଯମାନଙ୍କ ଅଷ୍ଟାରୋତ୍ ଦବେତା, ମାଯାେବର କମାେଶ୍ ଦବେତାକୁ ଓ ଅେମ୍ମାନୀୟମାନଙ୍କର ମିଲ୍କମ୍ ଦବେତାକୁ ପ୍ରଣାମ କରିଅଛି। ମାେ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା'ର ପିତା ଦାଉଦ ପରି ସେ ମାରେ ନିର୍ଦ୍ଦେଶ ଓ ନିଯମ ଆଜ୍ଞା ମାନିଲା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଶଲୋମନର ରାଜ୍ୟ କାଢ଼ି ନେବାର କାରଣ ହେଉଛି, ସେ ଆମ୍ଭର ପଶ୍ଚା‌ଦ୍‌ଗାମୀ ହେଲା ନାହିଁ। ସେ ମୋତେ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବତା, ମୋୟାବର କମୋଶ୍ ଦେବତାକୁ ଓ ଅମ୍ମୋନୀୟମାନଙ୍କର ମି‌ଲ୍‌‌‌କମ୍ ଦେବତାକୁ ପ୍ରଣାମ କରିଅଛି। ମୋ’ କଥିତ ମାର୍ଗ ଅନୁସାରେ ସେ ବାସ କଲା ନାହିଁ। ତା’ର ପିତା ଦାଉଦ ପରି ସେ ମୋର ନିର୍ଦ୍ଦେଶ ଓ ନିୟମ ଆଜ୍ଞା ମାନିଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍‍ ଦେବୀକି ଓ ମୋୟାବର କମୋଶ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍‍କମ୍‍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାନ୍ତି।
Odia IRV 2017 (ଓଡିଆ ବାଇବେଲ)