1 Kings 11:34 — Compare Translations
5 translations compared side by side
Odia - 1840
"ମୁଁ ଶଲୋମନର ପରିବାରରୁ ରାଜ୍ଯ ଛଡଇେ ନବେି। କିନ୍ତୁ ମାରେ ସବେକ ଦାଉଦ ନିମନ୍ତେ ୟିଏକି ମାରେ ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା'ର ମୃତ୍ଯୁ ପର୍ୟ୍ଯନ୍ତ ଶାସନ କରିବାକୁ ନବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଶଲୋମନର ପରିବାରରୁ ରାଜ୍ୟ ଛଡ଼େଇ ନେବି। କିନ୍ତୁ ମୋର ସେବକ ଦାଉଦ ନିମନ୍ତେ ଯିଏ କି ମୋର ଆଜ୍ଞା ଓ ବିଧି ପାଳନ କଲା। ମୁଁ ଶଲୋମନକୁ ତା’ର ମୃତ୍ୟୁ ପର୍ଯ୍ୟନ୍ତ ଶାସନ କରିବାକୁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ଆମ୍ଭେ ସମୁଦାୟ ରାଜ୍ୟ ତାହା ହସ୍ତରୁ ନେବା ନାହିଁ, ମାତ୍ର ଆମ୍ଭ ମନୋନୀତ ଦାସ ଯେଉଁ ଦାଉଦ ଆମ୍ଭର ଆଜ୍ଞା ଓ ଆମ୍ଭର ବିଧିସକଳ ପାଳନ କଲା, ତାହା ସକାଶୁ ତାହାକୁ ଯାବଜ୍ଜୀବନ ଅଧିପତି କରି ରଖିବା;
Odia IRV 2017 (ଓଡିଆ ବାଇବେଲ)