1 Kings 11:35 — Compare Translations
5 translations compared side by side
Odia - 1840
"ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ଯ କାଢି ନବୋ ଆଉ ୟାରବିଯାମ, ତୁମ୍ଭେ ଦଶ ଗୋଷ୍ଠୀର ଶାସନ ଭାର ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ କାଢ଼ି ନେବା ଆଉ ଯାରବିୟାମ, ତୁମ୍ଭେ ଦଶ ଗୋଷ୍ଠୀର ଶାସନ ଭାର ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଆମ୍ଭେ ତାହାର ପୁତ୍ର ହସ୍ତରୁ ରାଜ୍ୟ ନେବା ଓ ତାହା, ଅର୍ଥାତ୍, ଦଶ ଗୋଷ୍ଠୀ ତୁମ୍ଭକୁ ଦେବା।