1 Kings 11:36 — Compare Translations

5 translations compared side by side

Odia - 1840
"ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦବେି। ଯାହା ଫଳ ରେ ମାରେ ସବେକ ଦାଉଦର ବଂଶ ୟିରୁଶାଲମ ରେ ମାେ ଆଗ ରେ ରାଜତ୍ବ କରିବ। ସହେି ସହର ରେ ମାରେ ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦେବି। ଯାହା ଫଳରେ ମୋର ସେବକ ଦାଉଦର ବଂଶ ଯିରୁଶାଲମରେ ମୋ’ ଆଗରେ ରାଜତ୍ୱ କରିବ। ସେହି ସହରରେ ମୋର ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।
Odia IRV 2017 (ଓଡିଆ ବାଇବେଲ)
ଆଉ ଆମ୍ଭେ ଆପଣା ନାମ ସ୍ଥାପନ କରିବା ପାଇଁ ଯେଉଁ ନଗର ମନୋନୀତ କରିଅଛୁ, ସେହି ଯିରୂଶାଲମରେ ଯେପରି ଆମ୍ଭ ଦାସ ଦାଉଦର ପ୍ରଦୀପ ଆମ୍ଭ ସମ୍ମୁଖରେ ସର୍ବଦା ରହିବ, ଏଥିପାଇଁ ତାହାର ପୁତ୍ରକୁ ଏକ ଗୋଷ୍ଠୀ ଦେବା।