1 Kings 11:37 — Compare Translations
5 translations compared side by side
Odia - 1840
"ତୁମ୍ଭର ମହା ସନ୍ତୋଷାନୁୟାଯୀ ମୁଁ ତୁମ୍ଭକୁ ଇଶ୍ରାୟେଲ ଉପରେ ଶାସନ କରାଇବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭର ମହା ସନ୍ତୋଷାନୁଯାୟୀ ମୁଁ ତୁମ୍ଭକୁ ଇସ୍ରାଏଲ ଉପରେ ଶାସନ କରାଇବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ଗ୍ରହଣ କରିବା, ତହିଁରେ ତୁମ୍ଭେ ଆପଣା ପ୍ରାଣର ସମସ୍ତ ବାଞ୍ଛାନୁସାରେ ରାଜ୍ୟ କରି ଇସ୍ରାଏଲ ଉପରେ ରାଜା ହେବ।