1 Kings 11:38 — Compare Translations
5 translations compared side by side
Odia - 1840
"ଆଉ ଯଦି ତୁମ୍ଭେ ମାରେ ଦାସ ଦାଉଦଙ୍କ ପରି ମାରେ ବିଧି ଓ ଆଜ୍ଞା ପାଳନ କରିବ, ମାେ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନ ଧାରଣ କରିବ, ତବେେ ମୁଁ ତୁମ୍ଭମାନଙ୍କ ସହିତ ରହିବି ଓ ମୁଁ ତୁମ୍ଭପାଇଁ ଏକ ସାମାନ୍ଯ ପ୍ରତିଷ୍ଠା କରିବି ଓ ଦାଉଦ ପରି କଲାପରି ତୁମ୍ଭକୁ ଇଶ୍ରାୟେଲେ ଶାସନ କରିବାକୁ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ ଓ ଆମ୍ଭ ବିଧି ଓ ଆମ୍ଭ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯଦି ତୁମ୍ଭେ ମୋର ଦାସ ଦାଉଦଙ୍କ ପରି ମୋର ବିଧି ଓ ଆଜ୍ଞା ପାଳନ କରିବ, ମୋ’ ପଥରେ ଗ୍ଭଲିବ ଓ ଠିକ୍ ଭାବରେ ଜୀବନଯାପନ କରିବ, ତେବେ ମୁଁ ତୁମ୍ଭ ସହିତ ରହିବି ଓ ମୁଁ ତୁମ୍ଭ ପାଇଁ ଏକ ସାମ୍ରାଜ୍ୟ ପ୍ରତିଷ୍ଠା କରିବି ଓ ଦାଉଦ ପରି ତୁମ୍ଭକୁ ଇସ୍ରାଏଲରେ ଶାସନ କରିବାକୁ ଦେବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
Odia IRV 2017 (ଓଡିଆ ବାଇବେଲ)