1 Kings 11:39 — Compare Translations

5 translations compared side by side

Odia - 1840
"ଆମ୍ଭେ ଏହି କର୍ମ ସକାଶୁ ଦାଉଦ ବଂଶକୁ କ୍ଲେଶ ଦବୋ, ମାତ୍ର ତାହା ଚିରକାଳ ନୁହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏହି କର୍ମ ସକାଶୁ ଦାଉଦ ବଂଶକୁ କ୍ଳେଶ ଦେବା, ମାତ୍ର ତାହା ଚିରକାଳ ନୁହେଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।’”
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ଏହି କର୍ମ ସକାଶୁ ଦାଉଦ-ବଂଶକୁ କ୍ଳେଶ ଦେବା, ମାତ୍ର ସଦାକାଳ ନୁହେଁ।