1 Kings 11:4 — Compare Translations
5 translations compared side by side
Odia - 1840
"ଶଲୋମନ ଯେତବେେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦବେତାଗଣଙ୍କୁ ଅନୁସରଣ କରିବା ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣ ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପନିୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ଵରଙ୍କ ପ୍ରତି ସିଦ୍ଧ ନୋହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଶଲୋମନ ଯେତେବେଳେ ବୃଦ୍ଧ ହେଲେ ତାଙ୍କର ପତ୍ନୀମାନେ ଅନ୍ୟ ଦେବତାଗଣଙ୍କୁ ଅନୁସରଣ କରିବାର ପ୍ରଭାବ ପକାଇଲେ। ତାଙ୍କର ପିତା ଦାଉଦଙ୍କ ପରି ସେ ସର୍ବାନ୍ତଃକରଣରେ ସଦାପ୍ରଭୁଙ୍କୁ ଅନୁସରଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ବିଦେଶୀୟ ଦେବତାଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
Odia IRV 2017 (ଓଡିଆ ବାଇବେଲ)